Exodus 21:11 — Compare Translations

5 translations compared side by side

Odia - 1840
"ସହେି ଲୋକ ଏହିସବୁ କର୍ତ୍ତବ୍ଯ ସମ୍ପାଦନ କରିବା ଉଚିତ୍। ଯଦି ଏଥି ରେ ସେ ତୃଟି କରେ ତବେେ ସହେି ସ୍ତ୍ରୀ ଜଣଙ୍କ ନିଜେ ବିନାମୂଲ୍ଯ ରେ ମୁକ୍ତ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ । ହିଂସାତ୍ମକ କାର୍ଯ୍ୟ ସଂକ୍ରା; ବ୍ୟବସ୍ଥା
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକ ଏହିସବୁ କର୍ତ୍ତବ୍ୟ ସମ୍ପାଦନ କରିବା ଉଚିତ୍। ଯଦି ଏଥିରେ ସେ ତୃଟି କରେ ତେବେ ସେହି ସ୍ତ୍ରୀ ଜଣକ ନିଜେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନା ମୂଲ୍ୟରେ ମୁକ୍ତ ହୋଇଯିବ।