Exodus 21:12 — Compare Translations
5 translations compared side by side
Odia - 1840
"ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଆଘାତ କରେ ଓ ହତ୍ଯାକରେ, ତବେେ ଆଘାତ କରିଥିବା ବ୍ଯକ୍ତିକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଆଘାତ କରେ ଓ ହତ୍ୟାକରେ, ତେବେ ଆଘାତ କରିଥିବା ବ୍ୟକ୍ତିକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।