Exodus 21:13 — Compare Translations

5 translations compared side by side

Odia - 1840
"ଯଦି ସେ ତାକୁ ହତ୍ଯା କରିବାକୁ ଚାହୁଁ ନଥିଲା କିନ୍ତୁ ପରମେଶ୍ବର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସମାନେେ ତାକୁ ଉପୟୁକ୍ତ ଜାଗା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ଵରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ଵାରା ତାହାର ମୃତ୍ୟୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ତାକୁ ହତ୍ୟା କରିବାକୁ ଗ୍ଭହୁଁ ନ ଥିଲା କିନ୍ତୁ ପରମେଶ୍ୱର ତାକୁ ସମର୍ପଣ କଲେ, ସେ ଯେଉଁଠାକୁ ଗଲେ ସେମାନେ ତାକୁ ଉପଯୁକ୍ତ ଜାଗା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।