Exodus 21:14 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ଜଣେ ବ୍ଯକ୍ତି ଇଚ୍ଛା କରି କିମ୍ବା ରାଗ ରେ ଅନ୍ୟଜଣକୁ ହତ୍ଯା କରେ, ତବେେ ହତ୍ଯାକାରୀ ନିଶ୍ଚିତ ମୃତ୍ଯୁଦଣ୍ଡ ପାଇବ। ତାକୁ ମାରେ ୟଜ୍ଞବଦେୀ ପାଖରୁ ନଇୟୋଅ ଓ ହତ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକି ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ତ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଜଣେ ବ୍ୟକ୍ତି ଇଚ୍ଛା କରି କିମ୍ବା ରାଗରେ ଅନ୍ୟଜଣକୁ ହତ୍ୟା କରେ, ତେବେ ହତ୍ୟାକାରୀ ନିଶ୍ଚିତ ମୃତ୍ୟୁଦଣ୍ଡ ପାଇବ। ତାକୁ ମୋର ଯଜ୍ଞବେଦି ପାଖରୁ ନେଇଯାଅ ଓ ହତ୍ୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।