Exodus 21:15 — Compare Translations
5 translations compared side by side
Odia - 1840
"ଯଦି କୌଣସି ଲୋକ ତା'ର ପିତା କିମ୍ବା ମାତାକୁ ଆଘାତ କରେ ତବେେ ତାକୁ ମୃତ୍ଯୁଦଣ୍ଡ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେ କେହି ଆପଣା ପିତା କି ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକ ତା’ର ପିତା କିମ୍ବା ମାତାକୁ ଆଘାତ କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।