Exodus 21:16 — Compare Translations

5 translations compared side by side

Odia - 1840
"ଯଦି ଜଣେ ବ୍ଯକ୍ତି ଅନ୍ୟ ଜଣେ ବ୍ଯକ୍ତିକୁ ଅପହରଣ କରି ବିକ୍ରଯ କରେ କିମ୍ବା ଦାସ ଭାବରେ ରେଖ, ତବେେ ତାକୁ ମୃତ୍ଯୁଦଣ୍ଡ ଦିଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ମନୁଷ୍ୟକୁ ଚୋରି କରି ଯେବେ ବିକ୍ରୟ କରେ, ଅବା ସେ ଯେବେ ତାହାର ଅଧିକାରରେ ପ୍ରାପ୍ତ ହୁଏ,, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିକୁ ଅପହରଣ କରି ବିକ୍ରୟ କରେ କିମ୍ବା ଦାସ ଭାବରେ ରଖେ, ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।