Exodus 21:18 — Compare Translations
5 translations compared side by side
Odia - 1840
"ଯଦି ଦୁଇ ଲୋକ ମଧିଅରେ ବିବାଦ ଉପୁଜିବାରୁ କହେି ଅନ୍ୟକୁ ପଥର ରେ ଆଘାତ କରେ ବା ହସ୍ତ ରେ ଆଘାତ କରେ ଏବଂ ସେ ଆଘାତପ୍ରାପ୍ତ ଲୋକ ନ ମ ରେ ତବେେ ମାରିଥିବା ଲୋକକୁ ମୃତ୍ଯୁଦଣ୍ଡ ଦିଆୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯେବେ ନ ମରି ଶଯ୍ୟାଗତ ହୁଏ
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଦୁଇ ଲୋକ ମଧ୍ୟରେ ବିବାଦ ଉପୁଜିବାରୁ କେହି ଅନ୍ୟକୁ ପଥରରେ ଆଘାତ କରେ ବା ହସ୍ତରେ ଆଘାତ କରେ ଏବଂ ସେ ଆଘାତପ୍ରାପ୍ତ ଲୋକ ନ ମରେ ତେବେ ମାରିଥିବା ଲୋକକୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ