Exodus 21:19 — Compare Translations
5 translations compared side by side
Odia - 1840
"ଆଘାତପ୍ରାପ୍ତ ଲୋକ ଯଦି ଶୟ୍ଯାଶାଯୀ ହୁଏ ଏବଂ ବିଛଣାରୁ ଉଠିପା ରେ ଏବଂ ସେ ଆଶାବାଡି ଧରି ଚାଲିପା ରେ। ତବେେ ଆଘାତ ଦଇେଥିବା ଲୋକ ତା'ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହବୋ ପର୍ୟ୍ଯନ୍ତ ତା'ର ସହାୟତା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଘାତପ୍ରାପ୍ତ ଲୋକ ଯଦି ଶଯ୍ୟାଶାୟୀ ହୁଏ ଏବଂ ବିଛଣାରୁ ଉଠିପାରେ ଏବଂ ସେ ଆଶାବାଡ଼ି ଧରି ଗ୍ଭଲିପାରେ। ତେବେ ଆଘାତ ଦେଇଥିବା ଲୋକ ତା’ର କ୍ଷତି ଭରଣା କରିବ ଏବଂ ସେ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ପର୍ଯ୍ୟନ୍ତ ତା’ର ସହାୟତା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।