Exodus 21:25 — Compare Translations
5 translations compared side by side
Odia - 1840
"ବାହୁ ପରିଶାଧେ ରେ ବାହୁ, କ୍ଷତ ପରିଶାଧେ ରେ କ୍ଷତ, ଦାଗ ପରିଶାଧେ ରେ ଦାଗ ଦଣ୍ଡ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବାହୁ ପରିଶୋଧରେ ବାହୁ, କ୍ଷତ ପରିଶୋଧରେ କ୍ଷତ, ଦାଗ ପରିଶୋଧରେ ଦାଗ ଦଣ୍ଡ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।