Exodus 21:28 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତବେେ ତା'ର ମୁନିବ ଦୋଷୀ ହବୋନାହିଁ କିନ୍ତୁ ସହେି ବଳଦକୁ ପଥର ଦ୍ବାରା ମରାୟିବ ଓ ତା'ର ମାଂସ ଖିଆୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗୋରୁ କୌଣସି ପୁରୁଷ କି ସ୍ତ୍ରୀକି ବିନ୍ଧିଲେ ଯେବେ ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ, ପୁଣି ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ଵାମୀ ଦଣ୍ତଯୋଗ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକର ବଳଦ କାହାରିକୁ ମାରିଦିଏ, ତେବେ ତା’ର ମୁନିବ ଦୋଷୀ ହେବ ନାହିଁ କିନ୍ତୁ ସେହି ବଳଦକୁ ପଥର ଦ୍ୱାରା ମରାଯିବ ଓ ତା’ର ମାଂସ ଖିଆଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।