Exodus 21:3 — Compare Translations

5 translations compared side by side

Odia - 1840
"ଯଦି ସହେି ଲୋକ ଜଣଙ୍କ ବିବାହିତ ନ ହାଇେଥାଏ, ତବେେ ସେ ଏକାକୀ ୟିବ ଓ ଯଦି ସେ ବିବାହିତ ହାଇେଥାଏ ତବେେ ସେ ମୁକ୍ତ ହବୋ ସମୟରେ ତା'ର ସ୍ତ୍ରୀକୁ ସାଙ୍ଗ ରେ ନଇୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯେବେ ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ଲୋକ ଜଣକ ବିବାହିତ ନ ହୋଇଥାଏ, ତେବେ ସେ ଏକାକୀ ଯିବ ଓ ଯଦି ସେ ବିବାହିତ ହୋଇଥାଏ ତେବେ ସେ ମୁକ୍ତ ହେବା ସମୟରେ ତା’ର ସ୍ତ୍ରୀକୁ ସାଙ୍ଗରେ ନେଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।