Exodus 21:31 — Compare Translations

5 translations compared side by side

Odia - 1840
"ଏହି ନିଯମ ମଧ୍ଯ ବଳଦ ମାରି ଦଇେଥିବା ପୁତ୍ର, କନ୍ଯା ଏବଂ ଲୋକଙ୍କ କ୍ଷେତ୍ର ରେ ପ୍ରପୁଜ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ନିୟମ ମଧ୍ୟ ବଳଦ ମାରି ଦେଇଥିବା ପୁତ୍ର, କନ୍ୟା ଏବଂ ଲୋକଙ୍କ କ୍ଷେତ୍ରରେ ପ୍ରଜୁଯ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।