Exodus 21:32 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ବଳଦ ଯବେେ କାହାର ଦାସ କି ଦାସୀକୁ ଆଘାତ କରେ, ତବେେ ସେ ତା'ର ପ୍ରଭୁକୁ ତିରିଶ ସକେଲେ ରୂପା ଦବେ। ଆଉ ବଳଦକୁ ପ୍ରସ୍ତର ଦ୍ବାରା ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହାର ଗୋରୁ ଯେବେ କାହାର ଦାସ କି ଦାସୀକି ବିନ୍ଧେ, ତେବେ ସେ ତାହାର ପ୍ରଭୁକୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ବଳଦ ଯେବେ କାହାର ଦାସ କି ଦାସୀକୁ ଆଘାତ କରେ, ତେବେ ସେ ତା’ର ପ୍ରଭୁକୁ ତିରିଶ୍ ଶେକଲ ରୂପା ଦେବ। ଆଉ ବଳଦକୁ ପ୍ରସ୍ତର ଦ୍ୱାରା ହତ୍ୟା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
Odia IRV 2017 (ଓଡିଆ ବାଇବେଲ)
କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।