Exodus 21:33 — Compare Translations
5 translations compared side by side
Odia - 1840
"ଯଦି ଜଣେ ବ୍ଯକ୍ତି ଖାେଳିଥିବା କୂଅ ବା ଗାତ ଖାେଲା ରଖିଥାଏ ଏବଂ ଯଦି ତା ଭିତ ରେ ଏକ ବଳଦ କିମ୍ବା ଏକ ଗଧ ପଡିୟାଏ ତବେେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ଯେବେ କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ବ୍ୟକ୍ତି ଖୋଳିଥିବା କୂଅ ବା ଗାତ ଖୋଲା ରଖିଥାଏ ଏବଂ ଯଦି ତା’ ଭିତରେ ଏକ ବଳଦ କିମ୍ବା ଏକ ଗଧ ପଡ଼ିଯାଏ ତେବେ ଯେଉଁ ଲୋକ ତାକୁ ଖୋଳିଥିବ ସେ ଦୋଷୀ ଭାବେ ଗଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,