Exodus 21:35 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକର ବଳଦ କାହାରି ବଳଦକୁ ହତ୍ଯା କରେ, ତବେେ ସମାନେେ ସହେି ଜୀବିତ ଗୋରୁକୁ ବିକ୍ରଯ କରି ଦୁଇଭାଗ କରିବେ ଏବଂ ମୃତ ଗୋରୁକୁ ମଧ୍ଯ ଦୁଇଭାଗ କରି ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏକଜଣର ଗୋରୁ ଅନ୍ୟଜଣର ଗୋରୁକୁ ବିନ୍ଧିଲେ ସେ ଯେବେ ମରେ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକର ବଳଦ କାହାରି ବଳଦକୁ ହତ୍ୟା କରେ, ତେବେ ସେମାନେ ସେହି ଜୀବିତ ଗୋରୁକୁ ବିକ୍ରୟ କରି ଦୁଇଭାଗ କରିବେ ଏବଂ ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇଭାଗ କରି ନେବେ।