Exodus 21:36 — Compare Translations

5 translations compared side by side

Odia - 1840
"ମାତ୍ର ତା'ର ଗୋରୁ ପୂର୍ବରୁ ବିନ୍ଧୁଥିବା ଜାଣି ଯଦି ତା'ର ମୁନିବ ତାକୁ ବନ୍ଧି ନରେଖ, ତବେେ ସେ ଗୋରୁ ପରିଶାଧେ ରେ ଗୋରୁ ନବେ ମାତ୍ର ମୃତ ଗୋରୁ ତା'ର ନିଜର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯେବେ ତାʼର ସ୍ଵାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତା’ର ଗୋରୁ ପୂର୍ବରୁ ବିନ୍ଧୁଥିବା ଜାଣି ଯଦି ତା’ର ମୁନିବ ତାକୁ ବାନ୍ଧି ନ ରଖେ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ନେବ ମାତ୍ର ମୃତ ଗୋରୁ ତା’ର ନିଜର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତା’ର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।