Exodus 21:4 — Compare Translations

5 translations compared side by side

Odia - 1840
"ଯଦି ତା'ର ମୁନିବ ତାକୁ ବିବାହ କରି ଦଇେଥାଏ, ଯଦି ସହେି ସ୍ତ୍ରୀଠାରୁ ପୁତ୍ରକନ୍ଯା ଜନ୍ମ ହାଇେଥାଏ, ତବେେ ତା'ର ସ୍ତ୍ରୀ ଓ ପୁତ୍ର କନ୍ଯା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ମୁନିବ ତାକୁ ବିବାହ କରି ଦେଇଥାଏ, ଯଦି ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟା ଜନ୍ମ ହୋଇଥାଏ, ତେବେ ତା’ର ସ୍ତ୍ରୀ ଓ ପୁତ୍ରକନ୍ୟା ଉପରେ ଅଧିକାର ରହିବ। ଏବଂ ଛଅ ବର୍ଷପରେ ତାକୁ ମୁକ୍ତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ର-କନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।