Exodus 21:6 — Compare Translations
5 translations compared side by side
Odia - 1840
"ଯଦି ଏପରି ଘଟେ, ତବେେ ତା'ର ମୁନିବ ତାଙ୍କୁ ପରମେଶ୍ବରଙ୍କ ସମ୍ମୁଖକୁ ଆଣିବ, ତା'ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀ ରେ ତା'ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା'ର ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ଵରଙ୍କ ନିକଟକୁ ନେଇଯିବ, ପୁଣି ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏପରି ଘଟେ, ତେବେ ତା’ର ମୁନିବ ତାଙ୍କୁ ପରମେଶ୍ୱରଙ୍କ ସମ୍ମୁଖକୁ ଆଣିବ, ତା’ର ମୁନିବ ତାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ବିନ୍ଧାଣୀରେ ତା’ର କାନ ବିନ୍ଧିବ, ତହିଁରେ ସେ ସଦାକାଳ ତା’ର ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।