Exodus 21:8 — Compare Translations

5 translations compared side by side

Odia - 1840
"ଯଦି ତା'ର ମୁନିବ ତା' ଉପରେ ସନ୍ତୁଷ୍ଟ ନୁହେଁ, ତବେେ ତା'ର ବିବାହ ଠିକ୍ କରି ନପା ରେ, ତବେେ ତାକୁ ପୁନ୍ନରାଯ ତା'ର ପିତାକୁ ବିକ୍ରଯ କରିଦଇେ ପା ରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରଯ କରିପାରିବ ନାହିଁ, କାରଣ ସେ ତାକୁ ଅବିଶ୍ବସ୍ତ ଭାବରେ ବ୍ଯବହାର କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯେବେ ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ-ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ମୁନିବ ତା’ ଉପରେ ସନ୍ତୁଷ୍ଟ ନୁହେଁ, ତେବେ ତା’ର ବିବାହ ଠିକ୍ କରି ନ ପାରେ, ତେବେ ତାକୁ ପୁନରାୟ ତା’ର ପିତାକୁ ବିକ୍ରୟ କରିଦେଇ ପାରେ ତାକୁ କୌଣସି ବିଦେଶୀକୁ ସେ ବିକ୍ରୟ କରି ପାରିବ ନାହିଁ, କାରଣ ସେ ତାକୁ ଅବିଶ୍ୱସ୍ତ ଭାବରେ ବ୍ୟବହାର କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।