Exodus 21:9 — Compare Translations
5 translations compared side by side
Odia - 1840
"ଯଦି ତା'ର ମୁନିବ ତାକୁ ତା'ର ପୁତ୍ରବଧୁ କରିବାକୁ କହିଥାଏ, ତବେେ ତାକୁ ଦାସୀ ଭାପରେ ବିବଚେନା କରାୟାଇ ପାରିବ ନାହିଁ। ତାକୁ ତାଙ୍କର କନ୍ଯାପରି ବ୍ଯବହାର କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଯେବେ ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟାବିଷୟକ ରୀତି ଅନୁସାରେ ବ୍ୟବହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ମୁନିବ ତାକୁ ତା’ର ପୁତ୍ରବଧୁ କରିବାକୁ କହିଥାଏ, ତେବେ ତାକୁ ଦାସୀ ଭାବରେ ବିବେଚନା କରାଯାଇ ପାରିବ ନାହିଁ। ତାକୁ ତାଙ୍କର କନ୍ୟାପରି ବ୍ୟବହାର କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।
Odia IRV 2017 (ଓଡିଆ ବାଇବେଲ)
କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।