Exodus 22:1 — Compare Translations
5 translations compared side by side
Odia - 1840
"ଜଣେ ବ୍ଯକ୍ତି ପାଇଁ କ'ଣ ଦଣ୍ଡ ଅଛି ୟିଏ ଗୋରୁ କିମ୍ବା ମଷେ ଚୋରି କରେ, ଯଦି ସେ ତାକୁ ହତ୍ଯା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫରୋଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳ ରେ ପାଞ୍ଚଟି ଗୋରୁ, ଏବଂ ଏକ ମଷେ ବଦଳ ରେ ଚାରୋଟୀ ମଷେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ବ୍ୟକ୍ତି ପାଇଁ କ’ଣ ଦଣ୍ଡ ଅଛି ଯିଏ ଗୋରୁ କିମ୍ବା ମେଷ ଗ୍ଭେରି କରେ, ଯଦି ସେ ତାକୁ ହତ୍ୟା କରେ କିମ୍ବା ବିକ୍ରୀ କରେ। ସେ ଏହାକୁ ଫେରାଇ ପାରିବ ନାହିଁ। ତେଣୁ ସେ ଏକ ଗୋରୁ ବଦଳରେ ପାଞ୍ଚୋଟି ଗୋରୁ, ଏବଂ ଏକ ମେଷ ବଦଳରେ ଗ୍ଭରୋଟି ମେଷ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
Odia IRV 2017 (ଓଡିଆ ବାଇବେଲ)
ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।