Exodus 22:11 — Compare Translations
5 translations compared side by side
Odia - 1840
"ତବେେ ସେ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେଅଛି କି ନାହିଁ, ଏ ବିଷଯ ରେ ଉଭୟଙ୍କ ମଧିଅରେ ସଦାପ୍ରଭୁଙ୍କର ଶପଥ ହବେ। ପଶୁର ମାଲିକ ସହେି ଶପଥ ଗ୍ରହଣ କରିବ। ପୁଣି ସେ ପରିଶାଧେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥହେବ; ପଶୁସ୍ଵାମୀ ସେହି ଶପଥ ଗ୍ରହଣ କରିବ, ପୁଣି ସେ ପରିଶୋଧ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ। ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ। ପୁଣି ସେ ପରିଶୋଧ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।