Exodus 22:14 — Compare Translations
5 translations compared side by side
Odia - 1840
"କୌଣସି ଲୋକ ଯଦି ତା'ର ପଡ଼ୋଶୀଠାରୁ କିଛି ଧାର ଆଣିଥାଏ ତବେେ ସେ ସହେି ଜିନିଷ ପାଇଁ ଦାଯୀ ରହିବ। ଯଦି ଗୋଟିଏ ପଶୁ ଆଘାତ ପାଏ ଯଦି ଏ ପଶୁ ମରିୟାଏ, ତବେେ ତା'ର ପଡ଼ୋଶୀକୁ ତା'ର ପଶୁ ମୁନିବକୁ ତା'ର ମୂଲ୍ଯ ଦବୋକୁ ପଡିବ। ଏଥିପାଇଁ ତା'ର ପଡ଼ୋଶୀ ସଂପୂର୍ଣ୍ଣ ରୂପେ ଦାଯୀ ରହିବ। କାରଣ ତା'ର ମୁନିବ ସଠାେରେ ନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ଯେବେ ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ସ୍ଵାମୀ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତା; ତାହାର ମୂଲ୍ୟ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ଲୋକ ଯଦି ତା’ର ପଡ଼ୋଶୀଠାରୁ କିଛି ଧାର ଆଣିଥାଏ ତେବେ ସେ ସେହି ଜିନିଷ ପାଇଁ ଦାୟୀ ରହିବ। ଯଦି ଗୋଟିଏ ପଶୁ ଆଘାତ ପାଏ ଯଦି ଏ ପଶୁ ମରିଯାଏ, ତେବେ ତା’ର ପଡ଼ୋଶୀକୁ ତା’ର ପଶୁ ମୁନିବକୁ ତା’ର ମୂଲ୍ୟ ଦେବାକୁ ପଡ଼ିବ। ଏଥିପାଇଁ ତା’ର ପଡ଼ୋଶୀ ସମ୍ପୂର୍ଣ୍ଣ ରୂପେ ଦାୟୀ ରହିବ। କାରଣ ତା’ର ମୁନିବ ସେଠାରେ ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।