Exodus 22:17 — Compare Translations

5 translations compared side by side

Odia - 1840
"ଯଦି ତାଙ୍କର ପିତା ଦୁହିଁଙ୍କୁ ବିବାହ ଦବୋକୁ ମନା କରେ ତଥାପି ମଧ୍ଯ ସହେି ୟୁବକକୁ ଅର୍ଥ ଦବୋକୁ ପଡିବ। ସେ ତାଙ୍କୁ ସଂପୂର୍ଣ୍ଣ ଅର୍ଥ ଦବୋକୁ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତା; ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟରବ୍ୟବସ୍ଥାନୁସାରେ ରୂପା ତୌଲି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତାଙ୍କର ପିତା ଦୁହିଁଙ୍କୁ ବିବାହ ଦେବାକୁ ମନା କରେ ତଥାପି ମଧ୍ୟ ସେହି ଯୁବକକୁ ଅର୍ଥ ଦେବାକୁ ପଡ଼ିବ। ସେ ତାଙ୍କୁ ସମ୍ପୂର୍ଣ୍ଣ ଅର୍ଥ ଦେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।