Exodus 22:19 — Compare Translations
5 translations compared side by side
Odia - 1840
"କୌଣସି ଲୋକକୁ ପଶୁ ସହିତ ୟୌନ ସଂପର୍କ ରଖିବାକୁ ଦବେ ନାହିଁ। ଯଦି ଏପରି କହେି କରେ, ତବେେ ତାକୁ ମୃତ୍ଯୁ ଦଣ୍ଡ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ପଶୁ ସହିତ ଶୃଙ୍ଗାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ଲୋକକୁ ପଶୁ ସହିତ ଯୌନ ସମ୍ପର୍କ ରଖିବାକୁ ଦେବ ନାହିଁ। ଯଦି ଏପରି କେହି କରେ, ତେବେ ତାକୁ ମୃତ୍ୟୁ ଦଣ୍ଡ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।