Exodus 22:2 — Compare Translations
5 translations compared side by side
Odia - 1840
"ଯଦି ଏକ ଚୋର ଚୋରି କରିବା ସମୟରେ ରାତ୍ରି ରେ ମରିୟାଏ, ତବେେ ତା'ର ମୃତ୍ଯୁ ପାଇଁ କହେି ଦାଯୀ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯେବେ କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏକ ଗ୍ଭେର ଗ୍ଭେରି କରିବା ସମୟରେ ରାତ୍ରିରେ ମରିଯାଏ, ତେବେ ତା’ର ମୃତ୍ୟୁ ପାଇଁ କେହି ଦାୟୀ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।