Exodus 22:21 — Compare Translations
5 translations compared side by side
Odia - 1840
"ମନରେଖ, ଅତୀତ ରେ ତୁମ୍ଭମାନେେ ମିଶର ରେ ବିଦେଶୀ ରୁପେ ଥିଲ। ତେଣୁ ତୁମ୍ଭ ଦେଶ ରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
“ମନେରଖ, ଅତୀତରେ ତୁମ୍ଭେମାନେ ମିଶରରେ ବିଦେଶୀ ରୂପେ ଥିଲ। ତେଣୁ ତୁମ୍ଭ ଦେଶରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।