Exodus 22:23 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ କହେି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତବେେ ମୁଁ ତାଙ୍କର ଦୁଃଖ ଶୁଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯେବେ ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ କେହି ଅସହାୟ ବିଧବା କିମ୍ବା ପିତାମାତାହୀନ ଅନାଥଙ୍କର କିଛି ଅନିଷ୍ଟ କର ତେବେ ମୁଁ ତାଙ୍କର ଦୁଃଖ ଶୁଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।