Exodus 22:25 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଗରିବ ଲୋକକୁ ଧାର ଦିଅ, ୟିଏକି ମାରେ ଲୋକ ତୁମ୍ଭେ ତା ନିକଟରୁ ସୁଧ ନବେ ନାହିଁ। ମହାଜନ ପରି ବ୍ଯବହାର କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକକୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେ ଗରିବ ଲୋକକୁ ଧାର ଦିଅ, ଯିଏକି ମୋର ଲୋକ ତୁମ୍ଭେ ତା’ ନିକଟରୁ ସୁଧ ନେବ ନାହିଁ। ମହାଜନ ପରି ବ୍ୟବହାର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।