Exodus 22:28 — Compare Translations
5 translations compared side by side
Odia - 1840
"ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଶାପ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷକୁ ଅଭିଶାପ ଦେବ ନାହିଁ।