Exodus 22:29 — Compare Translations

5 translations compared side by side

Odia - 1840
"ଶସ୍ଯ ଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ଯ ଏବଂ ପ୍ରଥମ ଫଳର ରସ ଦବୋ ରେ କୌଣସି ବିଳମ୍ବ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ଵ କରିବ ନାହିଁ । ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଶସ୍ୟଅମଳ ସମୟରେ ତୁମ୍ଭର ପ୍ରଥମ ଶସ୍ୟ ଏବଂ ପ୍ରଥମ ଫଳର ରସ ଦେବାରେ କୌଣସି ବିଳମ୍ବ କରିବ ନାହିଁ। ଏବଂ “ତୁମ୍ଭର ପ୍ରଥମଜାତ ସନ୍ତାନ ମୋତେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।