Exodus 22:30 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ମଷେ, ଗୋବତ୍ସା ଇତ୍ଯାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖ ରେ ସାତଦିନ ରଖି ଅଷ୍ଟମ ଦିନ ରେ ମାଠାେ ରେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ମେଷ, ଗୋବତ୍ସା ଇତ୍ୟାଦି ତାଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ତାଙ୍କର ମା ପାଖରେ ସାତ ଦିନ ରଖି ଅଷ୍ଟମ ଦିନରେ ମୋ’ଠାରେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।