Exodus 22:31 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ମାରେ ବିଶଷେ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ବାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା'ର ମାଂସ ଖାଇବାକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ଵାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମୋର ବିଶେଷ ଲୋକ। ତେଣୁ ତୁମ୍ଭେ କୌଣସି ପଶୁମାନଙ୍କ ଦ୍ୱାରା ମରିଥିବା ପଶୁକୁ ଖାଇବ ନାହିଁ। କୁକୁରମାନଙ୍କୁ ତା’ର ମାଂସ ଖାଇବାକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।