Exodus 22:5 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷା କ୍ଷେତ୍ର ରେ ପଶୁ ଚରାଏ ତବେେ ସେ ଲୋକ ତା'ର ଉତ୍ତମ କ୍ଷତରେ ଫସର ଉକ୍ତ ଲୋକକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେହି ଯେବେ ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯେବେ ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ବ୍ୟକ୍ତି ଅନ୍ୟ ଜଣେ ଲୋକର ଦ୍ରାକ୍ଷାକ୍ଷେତ୍ର‌ରେ ପଶୁ ଚରାଏ ତେବେ ସେ ଲୋକ ତା’ର ଉତ୍ତମ କ୍ଷେତର ଫସଲ ଉକ୍ତ ଲୋକକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ି ଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।