Exodus 22:7 — Compare Translations
5 translations compared side by side
Odia - 1840
"ଆଉ କହେି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ଯ ରଖିବା ପାଇଁ ସମର୍ପଣ କଲେ ତାହା ଯବେେ କହେି ସହେି ଲୋକର ଗୃହରୁ ଚୋରିକରେ ଓ ସହେି ଚୋର ଧରାପଡେ, ତବେେ ସେ ତା'ର ଦୁଇଗୁଣ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେହି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ, ତାହା ଯେବେ କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ କେହି ଆପଣା ପଡ଼ୋଶୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କଲେ ତାହା ଯେବେ କେହି ସେହି ଲୋକର ଗୃହରୁ ଗ୍ଭେରି କରେ ଓ ସେହି ଗ୍ଭେର ଧରାପଡ଼େ, ତେବେ ସେ ତା’ର ଦୁଇଗୁଣ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇ ଗୁଣ ଦେବ।