Exodus 22:8 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ଚୋର ଧରା ନପଡେ, ତବେେ ଗୃହସ୍ବାମୀ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେ ଅଛି କି ନାହିଁ, ଏହା ଜଣାୟିବା ନିମନ୍ତେ ସେ ପରମେଶ୍ବରଙ୍କ ସାକ୍ଷାତ ରେ ଉପସ୍ଥିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଚୋର ଧରା ନ ପଡ଼େ, ତେବେ ଗୃହସ୍ଵାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେପରମେଶ୍ଵରଙ୍କ ସାକ୍ଷାତରେ ଉପସ୍ଥିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଗ୍ଭେର ଧରା ନ ପଡ଼େ, ତେବେ ଗୃହସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇ ଅଛି କି ନାହିଁ, ଏହା ଜଣାଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।