Exodus 22:9 — Compare Translations
5 translations compared side by side
Odia - 1840
"ପୁଣି ସର୍ବପ୍ରକାର ଅଧର୍ମ ବିଷଯ ରେ, ଅର୍ଥାତ୍ ଗୋରୁ କି ଗଧ, ମଷେ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ଯ ବିଷଯ ରେ ଯବେେ କହେି କ ହେ, ଏହା ସହେି ଦ୍ରବ୍ଯ ଏବଂ ଅନ୍ୟ ଜଣେ କହିବ, 'ନା ଏହା ତାହା ନୁହେଁ' ତବେେ ଉଭୟ ପକ୍ଷଙ୍କ କଥା ପରମେଶ୍ବରଙ୍କ ସାକ୍ଷାତ ରେ ଉପସ୍ଥିତ ହବେ, ତହିଁରେ ପରମେଶ୍ବର ଯାହାକୁ ଦୋଷୀ ବିଚାର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ କି ଗର୍ଦ୍ଦଭ କି ମେଷ କି ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ଵରଙ୍କସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ଵରଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକି ଦୁଇଗୁଣ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍ ଗୋରୁ କି ଗଧ, ମେଷ କିଅବା ବସ୍ତ୍ର ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯେବେ କେହି କହେ, ‘ଏହା ସେହି ଦ୍ରବ୍ୟ’ ଏବଂ ଅନ୍ୟ ଜଣେ କହିବ, ‘ନା ଏହା ତାହା ନୁହେଁ’ ତେବେ ଉଭୟ ପକ୍ଷଙ୍କ କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ, ତହିଁରେ ପରମେଶ୍ୱର ଯାହାକୁ ଦୋଷୀ ବିଗ୍ଭର କରିବେ ସେ ଆପଣା ପଡ଼ୋଶୀକୁ ଦୁଇଗୁଣ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, ଏହା ସେହି ଦ୍ରବ୍ୟ, ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇ ଗୁଣ ଦେବ।