Exodus 23:1 — Compare Translations
5 translations compared side by side
Odia - 1840
"ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଅନ୍ୟ ଲୋକମାନଙ୍କ ବିଷୟରେ ମିଥ୍ୟା କୁହ ନାହିଁ। କାହାରି ପାଇଁ ମିଥ୍ୟା ସାକ୍ଷୀ ଦେଇ, ତାକୁ ଅସୁବିଧାରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡ଼ଯନ୍ତ୍ର କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।