Exodus 23:12 — Compare Translations
5 translations compared side by side
Odia - 1840
"ଛଅ ଦିନ ଧରି କାର୍ୟ୍ଯ କର ଏବଂ ସପ୍ତମ ଦିନ ରେ ବିଶ୍ରାମ କର। ଏପରି ମଧ୍ଯ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ଯ ଏପରି କରିବ। ସମାନଙ୍କେ ପାଇଁ ସପ୍ତମ ଦିନଟି ବିଶ୍ରାମ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ଵାସ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
“ଛଅ ଦିନ ଧରି କାର୍ଯ୍ୟ କର ଏବଂ ସପ୍ତମ ଦିନରେ ବିଶ୍ରାମ କର। ଏପରି ମଧ୍ୟ ତୁମ୍ଭମାନଙ୍କର ଦାସମାନଙ୍କ ପାଇଁ ଏବଂ ବିଦେଶୀମାନଙ୍କ ପ୍ରତି ଏହିପରି କର ଏବଂ ତୁମ୍ଭମାନଙ୍କର ଗୋରୁ ଏବଂ ଗଧମାନଙ୍କ ପାଇଁ ମଧ୍ୟ ଏପରି କରିବ। ସେମାନଙ୍କ ପାଇଁ ସପ୍ତମ ଦିନଟି ବିଶ୍ରାମ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।