Exodus 23:13 — Compare Translations

5 translations compared side by side

Odia - 1840
"ସାବଧାନ, ତୁମ୍ଭେ ମାରେ ସମସ୍ତ ବ୍ଯବସ୍ଥା ମାନିବ। ଅନ୍ୟ ଦବେତାମାନଙ୍କୁ ପୂଜା କର ନାହିଁ, କିମ୍ବା ତାଙ୍କର ନାମ ତୁମ୍ଭମାନଙ୍କର ମୁଖ ରେ ଧର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
“ସାବଧାନ, ତୁମ୍ଭେ ମୋର ସମସ୍ତ ବ୍ୟବସ୍ଥା ମାନିବ। ଅନ୍ୟ ଦେବତାମାନଙ୍କୁ ପୂଜା କର ନାହିଁ, କିମ୍ବା ତାଙ୍କର ନାମ ତୁମ୍ଭମାନଙ୍କର ମୁଖରେ ଧର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।