Exodus 23:15 — Compare Translations
5 translations compared side by side
Odia - 1840
"ପ୍ରଥମ ଉତ୍ସବଟି ତାଡିଶୂନ୍ଯ ରୋଟୀର ଉତ୍ସବ। ଏହା ମାରେ ଆଜ୍ଞାନୁସା ରେ ପାଳନ କରିବ। ଏହିପରି ତୁମ୍ଭମାନେେ ସାତଦିନ ୟାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭମାନେେ ଆବୀବ୍ ମାସ ରେ ପାଳନ କରିବ। କାରଣ ଏହି ମାସ ରେ ତୁମ୍ଭମାନେେ ମିଶରରୁ ମୁକ୍ତ ହାଇେଥିଲ। ପ୍ରେତ୍ୟକକ ଲୋକ ମାେତେ ନବୈେଦ୍ଯ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଉତ୍ସବଟି ତାଡ଼ିଶୂନ୍ୟ ରୋଟୀର ଉତ୍ସବ। ଏହା ମୋର ଆଜ୍ଞାନୁସାରେ ପାଳନ କରିବ। ଏହିପରି ତୁମ୍ଭେମାନେ ସାତ ଦିନ ଯାଏ ପାଳନ କରିବ। ଏହି ଉତ୍ସବଟିକୁ ତୁମ୍ଭେମାନେ ଆବୀବ୍ ମାସରେ ପାଳନ କରିବ। କାରଣ ଏହି ମାସରେ ତୁମ୍ଭେମାନେ ମିଶରରୁ ମୁକ୍ତ ହୋଇଥିଲ। ପ୍ରତ୍ୟେକ ଲୋକ ମୋତେ ନୈବେଦ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)