Exodus 23:16 — Compare Translations

5 translations compared side by side

Odia - 1840
"ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତ୍ରରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି ବର୍ଷ ଶେଷରେ କ୍ଷେତ୍ରରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ୱିତୀୟ ଉତ୍ସବ। ତୁମ୍ଭେମାନେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭରେ ପାଳନ କରିବ। “ଏବଂ ତୃତୀୟ ଉତ୍ସବଟି ହେଉଛି ସଂଗ୍ରହର ଉତ୍ସବ। ଏହି ଉତ୍ସବଟି ବର୍ଷ ଶେଷରେ ଫଳ ସଂଗ୍ରହ କଲାବେଳେ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।