Exodus 23:17 — Compare Translations
5 translations compared side by side
Odia - 1840
" ତେଣୁ ବର୍ଷ ମଧିଅରେ ତିନିଥର ସମସ୍ତ ପୁରୁଷ ପ୍ରଭୁ ତୁମ୍ଭର ସଦାପ୍ରଭୁଙ୍କ ସାକ୍ଷାତ ରେ ସ୍ବତନ୍ତ୍ର ସ୍ଥାନ ରେ ଉପସ୍ଥିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ବର୍ଷ ମଧ୍ୟରେ ତିନିଥର ସମସ୍ତ ପୁରୁଷ ପ୍ରଭୁ ତୁମ୍ଭର ସଦାପ୍ରଭୁଙ୍କ ସାକ୍ଷାତରେ ସ୍ୱତନ୍ତ୍ର ସ୍ଥାନରେ ଉପସ୍ଥିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
Recommended Reading