Exodus 23:19 — Compare Translations

5 translations compared side by side

Odia - 1840
"ଶସ୍ଯ ଅମଳ ସମୟରେ ତୁମ୍ଭେ ଯେତବେେଳେ ଶସ୍ଯ ସାଇତିବ ପ୍ରଥମ ଶସ୍ଯ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କ ଗୃହକୁ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଶସ୍ୟଅମଳ ସମୟରେ ତୁମ୍ଭେ ଯେତେବେଳେ ଶସ୍ୟ ସାଇତିବ ପ୍ରଥମ ଶସ୍ୟ ଆଗେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। “ତୁମ୍ଭେ କୌଣସି ଯୁବା ଛାଗର ମାଂସକୁ ତା’ର ମାତୃ ଦୁ‌ଗ୍‌ଧରେ ପାକ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।