Exodus 23:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଲୋକ ଗହଳି ସହିତ ୟୋଗ ଦବୋ ଉଚିତ୍ ନୁହଁ ଏବଂ ନ୍ଯାଯକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତବେେଳେ ତୁମ୍ଭେ ନ୍ଯାଯାଳଯ ରେ ସାକ୍ଷ୍ଯ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଲୋକ ଗହଳି ସହିତ ଯୋଗଦେବା ଉଚିତ୍ ନୁହଁ ଏବଂ ନ୍ୟାୟକୁ ଭ୍ରଷ୍ଟ କରିବା ଉଚିତ୍ ନୁହଁ, ଯେତେବେଳେ ତୁମ୍ଭେ ନ୍ୟାୟାଳୟରେ ସାକ୍ଷ୍ୟ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;