Exodus 23:20 — Compare Translations
5 translations compared side by side
Odia - 1840
"ପରମେଶ୍ବର କହିଲେ, ଆମ୍ଭେ ତୁମ୍ଭ ନିକଟକୁ ସ୍ବର୍ଗଦୂତ ପଠାଉଛୁ ସେ ତୁମ୍ଭମାନଙ୍କୁ ଆମ୍ଭେ ପ୍ରସ୍ତୁତ କରିଥିବା ଦେଶକୁ ନଇୟିବେ। ସହେି ସ୍ବର୍ଗଦୂତ ତୁମ୍ଭମାନଙ୍କୁ ସୁରକ୍ଷା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲଙ୍କୁ ଆପଣା ଜମି ନେବାକୁ ସାହାଯ୍ୟ କରିବେ ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ ନିକଟକୁ ସ୍ୱର୍ଗଦୂତ ପଠାଉଛୁ ସେ ତୁମ୍ଭମାନଙ୍କୁ ଆମ୍ଭେ ପ୍ରସ୍ତୁତ କରିଥିବା ଦେଶକୁ ନେଇଯିବେ। ସେହି ସ୍ୱର୍ଗଦୂତ ତୁମ୍ଭମାନଙ୍କୁ ସୁରକ୍ଷା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।