Exodus 23:21 — Compare Translations
5 translations compared side by side
Odia - 1840
"ସ୍ବର୍ଗଦୂତଙ୍କ କଥା ତୁମ୍ଭମାନେେ ମାନ ଏବଂ ତାଙ୍କୁ ଅନୁସରଣ କର। ତାଙ୍କର ବିରୁଦ୍ଧାଚରମ କର ନାହିଁ। କାରଣ ସେ ତୁମ୍ଭମାନଙ୍କର ଅଧର୍ମକୁ କ୍ଷମା କରିବନୋହିଁ। ମାରେ ଶକ୍ତି ତାଙ୍କଠା ରେ ନିହିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତଙ୍କ କଥା ତୁମ୍ଭେମାନେ ମାନ ଏବଂ ତାଙ୍କୁ ଅନୁସରଣ କର। ତାଙ୍କର ବିରୁଦ୍ଧାଚରଣ କର ନାହିଁ। କାରଣ ସେ ତୁମ୍ଭମାନଙ୍କର ଅଧର୍ମକୁ କ୍ଷମା କରିବେ ନାହିଁ। ମୋର ଶକ୍ତି ତାଙ୍କଠାରେ ନିହିତ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।