Exodus 23:22 — Compare Translations

5 translations compared side by side

Odia - 1840
"ତାଙ୍କର ପ୍ରେତ୍ୟକକ କଥାକୁ ମାନ। ସେ ତୁମ୍ଭମାନଙ୍କୁ ଯାହାସବୁ କହିବେ ତାହାସବୁ ପାଳନ କର। ଯଦି ତୁମ୍ଭେ ତାହା ପାଳନ କର ଦବେେ ଆମ୍ଭେ ତୁମ୍ଭ ସହିତ ରହିବା। ଏବଂ ଆମ୍ଭେ ତୁମ୍ଭମାନଙ୍କର ସମସ୍ତ ଶତୃମାନଙ୍କର ବିରୋଧ କରିବା। ଯେଉଁମାନେ ତୁମ୍ଭକୁ ବି ରୋଧ କରିବେ ସେ ଆମ୍ଭର ଶତୃ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଯେବେ ନିତା; ତାହାଙ୍କ ରବରେ ଅବଧାନ କରିବ, ପୁଣି ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପ୍ରତ୍ୟେକ କଥାକୁ ମାନ। ସେ ତୁମ୍ଭମାନଙ୍କୁ ଯାହାସବୁ କହିବେ ତାହା ସବୁ ପାଳନ କର। ଯଦି ତୁମ୍ଭେ ତାହା ପାଳନ କର ଦେବେ ଆମ୍ଭେ ତୁମ୍ଭ ସହିତ ରହିବା। ଏବଂ ଆମ୍ଭେ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କର ବିରୋଧ କରିବା। ଯେଉଁମାନେ ତୁମ୍ଭକୁ ବିରୋଧ କରିବେ ସେମାନେ ଆମ୍ଭର ଶତ୍ରୁ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହାସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ବୈରୀମାନଙ୍କର ବୈରୀ ହେବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।