Exodus 23:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମାନଙ୍କେ ଦବେତାଗଣଙ୍କୁ ପୂଜା କରିବ ନାହିଁ। ସମାନଙ୍କେ ସମ୍ମୁଖ ରେ ପ୍ରଣାମ କରିବ ନାହିଁ, ସମାନଙ୍କେକ୍ରିଯାନୁସା ରେ କ୍ରିଯା କରିବ ନାହିଁ। ମାତ୍ର ସମାନଙ୍କେ ସମୂଳେ ଉତ୍ପାଟନ କରିବ। ସମାନଙ୍କେର ସ୍ତମ୍ଭସବୁ ଭାଙ୍ଗି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସେମାନଙ୍କ ଦେବତାଗଣଙ୍କୁ ପୂଜା କରିବ ନାହିଁ। ସେମାନଙ୍କ ସମ୍ମୁଖରେ ପ୍ରଣାମ କରିବ ନାହିଁ, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ। ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ। ସେମାନଙ୍କର ସ୍ତମ୍ଭସବୁ ଭାଙ୍ଗି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।