Exodus 23:25 — Compare Translations
5 translations compared side by side
Odia - 1840
"ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ସବୋ କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳ ରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ରୋଗ ଦୂର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନଜଳରେ ଆଶୀର୍ବାଦ କରିବେ, ପୁଣି ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା, ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ସେବା କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ରୋଗ ଦୂର କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।